ପିସିସି ଷ୍ଟିୟରିଂ କମିଟିରେ ଆଉ ୭ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ସାମିଲ


ପିସିସି ଷ୍ଟିୟରିଂ କମିଟିରେ ଆଉ ୭ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ସାମିଲ
ଶରତ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ନରସିଂହ ମିଶ୍ର, ରାମଚନ୍ଦ୍ର ଖୁଣ୍ଟିଆ, ସନ୍ତୋଷ ସିଂହ ସାଲୁଜା ଓ ଶରତ ରାଉତ ସାମିଲ
ତାରା ବାହିନୀପତିଙ୍କୁ ନିଆଗଲାନି, ପୂର୍ବରୁ ୧୪ ଜଣିଆ ଷ୍ଟିୟରିଂ କମିଟିରେ ସ୍ଥାନ ପାଇନଥିଲେ


error: Content is protected !!