ରତ୍ନଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି


ରତ୍ନଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି
-ASI ଡିଜିଙ୍କୁ ଚିଠି ଲେଖିଥିବା ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା
-ଉନ୍ନତମାନର ଯାଞ୍ଚ ପାଇଁ ମୁଖ୍ୟ ପ୍ରଶାସକଙ୍କ ନିବେଦନ
-ଉନ୍ନତମାନର ଅନୁଷ୍ଠାନ ଦ୍ୱାରା ଯାଞ୍ଚ ପ୍ରକ୍ରିୟା ପାଇଁ ଚିଠିରେ ଉଲ୍ଲେଖ
-ଲେଜର ସ୍କାନିଂ ଓ ଜିପିଆର୍‌ଏସ୍‌ ଦ୍ୱାରା ଯାଞ୍ଚ ପାଇଁ ଅନୁରୋଧ
-‘ଯାଞ୍ଚ ବେଳେ ଶ୍ରୀମନ୍ଦିର ପ୍ରଶାସନ ସହଯୋଗ ଯୋଗାଇ ଦେବ ବୋଲି କହିଲେ #Puri #Timesofodisha


error: Content is protected !!