ଆସନ୍ତା ବର୍ଷ ମହାକାଶରୁ ଫେରିବେ ସୁନୀତା


ଆସନ୍ତା ବର୍ଷ ମହାକାଶରୁ ଫେରିବେ ସୁନୀତା
-ଆସନ୍ତା ବର୍ଷ ମହାକାଶରୁ ଫେରିବେ ସୁନୀତା ୱିଲିୟମ୍ସ .
-ଫେବ୍ରୁଆରୀ ୨୫ରେ ମହାକାଶରୁ ଫେରିବେ ସୁନୀତା ଓ ବୁଚ୍ ବ୍ଲିମୋର
-୨ ମହାକାଶଚାରୀଙ୍କ ଫେରିବା ନେଇ ନାସା ଦେଲା ସୂଚନା
-ମହାକାଶରୁ ବର୍ତ୍ତମାନ ଉଭୟଙ୍କୁ ଫେରାଇ ଆଣିବା ଅଧିକ ବିପଦ କହିଲା ନାସା
-ସପ୍ତାହେ ପାଇଁ ଯାଇଥିବା ଉଭୟ ମହାକାଶରେ ୮ ମାସ ରହିବେ
-ବିନା କ୍ରୁରେ ଅନ୍ତରୀକ୍ଷ ବିମାନ ‘ଷ୍ଟାରଲାଇନର’ ମହାକାଶରୁ ଫେରିବ
-ଷ୍ଟାରଲାଇନରରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଉଭୟ ଫସି ରହିଛନ୍ତି .


error: Content is protected !!