ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି।


ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି।

ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବେ ମୋଦି।
ପୁରୀରେ ସୂଚନା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।


error: Content is protected !!