ଲଘୁଚାପ କ୍ଷେତ୍ର ସୃଷ୍ଟି


ଲଘୁଚାପ କ୍ଷେତ୍ର ସୃଷ୍ଟି
-ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର
-ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ
-ଆଗାମୀ ୨ ଦିନରେ ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଆଡକୁ ମୁହାଁଇବ
-କାଲି ପର୍ଯ୍ୟନ୍ତ ୪ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
-ମୟୂରଭଂଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକକୁ ଅରେଞ୍ଜ ୱାର୍ଣ୍ଣିଂ
-ଏହି ୪ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା


error: Content is protected !!