ଭୁବନେଶ୍ୱର: ଟଙ୍କା ବୁହା ଗାଡ଼ିରୁ ୫୦ କେଜି ସୁନା, ୨ କ୍ୱିଣ୍ଟାଲ ରୁପା ଜବତ


ଭୁବନେଶ୍ୱର: ଟଙ୍କା ବୁହା ଗାଡ଼ିରୁ ୫୦ କେଜି ସୁନା, ୨ କ୍ୱିଣ୍ଟାଲ ରୁପା ଜବତ -ଏୟାରପୋର୍ଟ ପାଖରୁ ଯାଞ୍ଚ କରି ଧରିଲେ ସିଟି-ଜିଏସ୍‌ଟି ସ୍କ୍ୱାଡ୍‌.
-ଜବତ ସୁନା, ରୁପାର ଆନୁମାନିକ ମୂଲ୍ୟ ପ୍ରାୟ ୩୦ କୋଟି ଟଙ୍କା
-ଏତେ ପରିମାଣର ସୁନା, ରୁପା କାହାର ସ୍ପଷ୍ଟ ହୋଇପାରି ନାହିଁ.


error: Content is protected !!