ସୁଭଦ୍ରାରୁ ବାଦ ପଡ଼ିଥିବା ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ


ସୁଭଦ୍ରାରୁ ବାଦ ପଡ଼ିଥିବା ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ
ଯାଞ୍ଚ ପରେ ୨୨ ପ୍ରତିଶତ ଆବେଦନକାରୀଙ୍କୁ କାଲି ମିଳିବ ଟଙ୍କା
ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ବାକି ଆବେଦନକାରୀ ଜମି ଯୋଗ୍ୟତା ପାଇଁ ବାଦ ପଡ଼ିଛନ୍ତି
ବ୍ଲକସ୍ତରକୁ ରିପୋର୍ଟ ଯାଇଛି, ସେମାନଙ୍କର ଯାଞ୍ଚ କରି ସାମିଲ କରାଯିବ


error: Content is protected !!