ଧାନମଣ୍ଡଳ ପାଇଁ ଟୋଲ୍ ଫ୍ରି ନମ୍ବର ୧୯୬୭


ଧାନମଣ୍ଡଳ ପାଇଁ ଟୋଲ୍ ଫ୍ରି ନମ୍ବର ୧୯୬୭
-ଧାନମଣ୍ଡିରେ ଅବ୍ୟବସ୍ଥା ରୋକିବାକୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍
-କଣ୍ଟ୍ରୋଲ ରୁମ୍‌ର ଉଦ୍‌ଘାଟନ କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ
-ଟୋଲ୍ ଫ୍ରି ନମ୍ବର ୧୯୬୭ରେ କଲ୍ କରିପାରିବେ ଚାଷୀ
-ଫୋନ୍ କରି ମଣ୍ଡିର ଅସୁବିଧା ନେଇ ଅଭିଯୋଗ କରିପାରିବେ
-କମାଣ୍ଡ କଣ୍ଟ୍ରୋଲ ସେଣ୍ଟର ଦ୍ବାରା ସବୁ ମଣ୍ଡିର ସିସିଟିଭି ଅନୁଧ୍ୟାନ ହେବ
-ଅଭିଯୋଗ ଆସିଲେ ନୋଡାଲ ଅଧିକାରୀ ତୁରନ୍ତ ଯିବେ


error: Content is protected !!