ଶିରରୁ କାଢ଼ିଲେ ଲକ୍ଷ୍ମୀ ମୁକୁତାର ଜାଲି। ହୃଦରୁ କାଢ଼ିଲେ ଇନ୍ଦ୍ର ଗୋବିନ୍ଦ କାଞ୍ଚଲି I ଅଣ୍ଟାରୁ କାଢ଼ିଲେ ମାଏ ରତ୍ନ ଓଢ଼ିଆଣୀ। ନାସିକାରୁ କାଢ଼ିଲେ ସେ ମୁକୁତା ବସଣୀ ! ଦୁଇ କର୍ଣ୍ଣରୁ କାଢ଼ିଲେ ହୀରାର କୁଣ୍ଡଳ । ଗଳାରୁ କାଢ଼ିଲେ ଯେ ଦୋସରୀ ଚିନାମାଳ I ପାଦରୁ କାଢ଼ିଲେ ଦେବୀବାଜେଣୀ ନୂପୁର । ଅଙ୍ଗୁଷ୍ଠିରୁ କାଢ଼ିଲେ ଯେ ଝୁଣ୍ଟିଆ ସତ୍ବର II ଅନ୍ୟ ଅଳଙ୍କାରମାନ କି କହିବି ଆଉ। ରୁଣ୍ଡ କଲାରୁ ଦିଶିଲା ସବୁ ଦାଉ ଦାଉ I ସବୁ ଅଳଙ୍କାରମାନ ଏକଠାବ କଲେ। ରଖ । ଦୀନବନ୍ଧୁ ଏହା ବୋଲି ସମର୍ପିଲେ…🌹🙏🙏🙏🌹
More Stories
ଡାକ୍ତର ନରେନ୍ଦ୍ର ଦଭୋଲେକର ସ୍ମାରକୀ ଜାତୀୟ ପୁରସ୍କାର 2024ବର୍ଷ ପାଇଁ ଓଡ଼ିଶାର ବିଶିଷ୍ଟ ସମାଜ ସଂସ୍କାରକ ଦେବେନ୍ଦ୍ର ସୁତାର ଙ୍କୁ ପ୍ରଦାନ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ସାହା ରାଜ୍ୟ ସଭା ରେ ଦେଇଥିବା ଉଦବୋଧନ
ରାହୁଲ ଗାନ୍ଧୀ ଠେଲି ଦେଲେ: ପ୍ରତାପ