ଓଡ଼ିଶା ସମେତ ଭିନ୍ନ ରାଜ୍ୟକୁ ଆଳୁ ରପ୍ତାନି ଉପରେ ପୁଣି ଅଙ୍କୁଶ ଲଗାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ନିଜ ରାଜ୍ୟରେ ଆଳୁ ଓ ପିଆଜର ମୂଲ୍ୟ ବୃଦ୍ଧି ଯୋଗୁ ଖାଉଟିଙ୍କ ଉପରେ ସିଧାସଳଖ ପ୍ରଭାବ ପଡ଼ିବାରୁ ବଜାର ଦର ନିୟନ୍ତ୍ରଣ ପାଇଁ ବୁଧବାର ମମତା କୃଷି ବିପଣ ମନ୍ତ୍ରୀ ବିଚାରାମ ମାନ୍ନା, ଟାସ୍କ ଫୋର୍ସ ଓ ଉଚ୍ଚ ପଦସ୍ଥ ପ୍ରଶାସନିକ ବୈଠକ କରି ଓଡ଼ିଶା, ଝାଡ଼ଖଣ୍ଡ, ବିହାର, ତ୍ରିପୁରା ଓ ଆସାମ ରାଜ୍ୟକୁ ଆଳୁ ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।🥔🥔🥔
More Stories
ଭୁବନେଶ୍ବରDGPସମ୍ମିଳନୀପୂର୍ବରୁବଡ଼_ଧମକ
ଶିରରୁ କାଢ଼ିଲେ ଲକ୍ଷ୍ମୀ ମୁକୁତାର ଜାଲି। ହୃଦରୁ କାଢ଼ିଲେ ଇନ୍ଦ୍ର ଗୋବିନ୍ଦ କାଞ୍ଚଲି
ପ୍ରଧାନମନ୍ତ୍ରୀ ପୋଷଣ ପ୍ରୋଗ୍ରାମ ପାଇଁ ଗଠନ ହେଲା କମିଟ