ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି ପ୍ରା-ଥମିକ ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର
-ପ୍ରଧାନମନ୍ତ୍ରୀ ପୋଷଣ ସ୍କିମ୍ରେ ଖର୍ଚ୍ଚ ବଢ଼ାଇଲେ ସରକାର
-ଆସନ୍ତା କାଲିଠୁ ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରିବାକୁ ନିଷ୍ପତ୍ତି.
-ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ୭.୬୪ ପଇସାକୁ ବଢ଼ିଲା
-ପୂର୍ବରୁ ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ୫ ଟଙ୍କା ୯୦ ପଇସା ଥିଲା
-ଷଷ୍ଠରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଇଁ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି.
-ଷଷ୍ଠରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଇଁ ଥିଲା ୮ ଟଙ୍କା ୮୨ ପଇସା
More Stories
ଡାକ୍ତର ନରେନ୍ଦ୍ର ଦଭୋଲେକର ସ୍ମାରକୀ ଜାତୀୟ ପୁରସ୍କାର 2024ବର୍ଷ ପାଇଁ ଓଡ଼ିଶାର ବିଶିଷ୍ଟ ସମାଜ ସଂସ୍କାରକ ଦେବେନ୍ଦ୍ର ସୁତାର ଙ୍କୁ ପ୍ରଦାନ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ସାହା ରାଜ୍ୟ ସଭା ରେ ଦେଇଥିବା ଉଦବୋଧନ
ରାହୁଲ ଗାନ୍ଧୀ ଠେଲି ଦେଲେ: ପ୍ରତାପ