ସୋସିଆଲ ମିଡ଼ିଆରେ କୌଣସି ଖବର ପୋଷ୍ଟ କରିବା ପୂର୍ବରୁ ସତ୍ୟତା ଯାଞ୍ଚ କରନ୍ତୁ। ଏହା ସହ ମିଛ ଓ ଉତ୍ତେଜନାମୂଳକ ପୋଷ୍ଟ କରିବାରୁ ବିରତ ରହନ୍ତୁ। ଯେଉଁମାନେ ମିଥ୍ୟା କିମ୍ବା ଭ୍ରାନ୍ତି ସୂଚନା ପ୍ରଚାର ଓ ପ୍ରସାର କରୁଛନ୍ତି, ସେମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। admin October 7, 2025 Spread the love କିଛି ବ୍ୟକ୍ତି ବିଶେଷ ମିଥ୍ୟା ଖବର ପ୍ରସ୍ତୁତ ଓ ପ୍ରଚାର କରି ସମାଜରେ ଅଶାନ୍ତିର ବାତାବରଣ ସୃଷ୍ଟି କରୁଛନ୍ତି। ନାଗରିକମାନେ ସଚେତନ ରୁହନ୍ତୁ ଏବଂ କୌଣସି ପରିସ୍ଥିତିରେ ମଧ୍ୟ ମିଛ ଭିଡିଓ କିମ୍ବା ସୋସିଆଲ ମିଡ଼ିଆ ପୋଷ୍ଟ ଉପରେ ବିଶ୍ୱାସ କରନ୍ତୁ ନାହିଁ। @CMO_Odisha Post Views: 0 Continue Reading Previous: ଖୁବଶୀଘ୍ର ଶେଷ ହେବ ଗାଜା ଯୁଦ୍ଧ: ଶାନ୍ତି ପ୍ରସ୍ତାବରେ ହମାସର ସହମତି..Next: 💐କଟକରେ ସୋସିଆଲ ମିଡିଆ ଉପରେ କଟକଣା…୨୪ ଘଣ୍ଟା ପାଇଁ ବନ୍ଦ ହେଲା ଇଣ୍ଟରନେଟ ସେବା..ସୋସିଆଲ ମିଡିଆ ଉପରେ ଲାଗିଲା କଟକଣା..ଗୁଜବକୁ ବିଶ୍ବାସ ନ କରିବାକୁ ପୋଲିସର ଅପିଲ୍…ଶାନ୍ତି ବଜାୟ ରଖିବାକୁ ଅପିଲ କଲା ପୋଲିସ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Δ