ICUରେ ଆଡଭାନୀ


ICUରେ ଆଡଭାନୀ
ICUରେ ଭର୍ତ୍ତି ହେଲେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ । ଦିଲ୍ଲୀର ଏକ ଘରୋଇ ହସ୍ପିଟାଲର ICUରେ ଭର୍ତ୍ତି । ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସୂଚନା


error: Content is protected !!