ନାବାଳିକା ଶିଶୁକନ୍ୟାଙ୍କୁ ୪ ଜଣ ଅସାମାଜିକ ଯୁବକ ଗଣ ଦୁଷ୍କର୍ମ କରିବା ଘଟଣାରେ ଦୋଷୀ ମାନଙ୍କ ବିରୁଦ୍ଧରେ କଠୋର ରୁ କଠୋର କାର୍ଯ୍ୟାନୁଷ୍ଠାନ |


ଗତ ୦୮/୦୨/୨୦୨୫ ରେ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଥାନା ଅଧୀନରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ୧୪ ବର୍ଷୀୟ ନାବାଳିକା ଶିଶୁକନ୍ୟାଙ୍କୁ ୪ ଜଣ ଅସାମାଜିକ ଯୁବକ ଗଣ ଦୁଷ୍କର୍ମ କରିବା ଘଟଣାରେ ଦୋଷୀ ମାନଙ୍କ ବିରୁଦ୍ଧରେ କଠୋର ରୁ କଠୋର କାର୍ଯ୍ୟାନୁଷ୍ଠାନ ନେବା ସାଙ୍ଗେ ସାଙ୍ଗେ ନାବାଳିକାର ପରିବାରକୁ କ୍ଷେତ୍ତି ପୂରଣ ବାବଦକୁ ୨୦,୦୦୦,୦୦ (କୋଡିଏ ଲକ୍ଷ ଟଙ୍କା) କ୍ଷେତ୍ତି ପୂରଣ ଯୋଗେଇ ଦେବାପାଇଁ ଜାତୀୟ ମାନବ ଅଧିକାର କମିଶନଙ୍କ ନିକଟରେ ଏନ.ଏଚ.ଆର.ସି କେଶ ନମ୍ବର 2864/2025 ରେ କେଶ ଦାଏର କଲେ ନ୍ୟାୟ ପାଇଁ ଲଢେଇ ପରିବାରର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ |

ଏହି ମାମଲାରେ ଏସପି କୋରାପୁଟ , ଡିଜି ପୋଲିସ ଓଡିଶା, ଗୃହ ସଚିବ ଓଡିଶାଙ୍କୁ ପକ୍ଷଭୁକ୍ତ କରାଯାଇଛି |


error: Content is protected !!