ଆସନ୍ତାକାଲି ପାଇଁ ୬ଜିଲ୍ଲାକୁ ରେଡ ଆଲର୍ଟ


• ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ରେଡ ଆଲର୍ଟ।

• ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରପୁଟ ଓ ମାଲକାନଗିରିକୁ ରେଡ୍ ଆଲର୍ଟ ଜାରି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆଲର୍ଟ।


error: Content is protected !!