• ଆନ୍ଦୋଳନରତ ଶିକ୍ଷକଙ୍କୁ ସରକାରଙ୍କ ନାଲିଆଖି।
• ଆନ୍ଦୋଳନ ବନ୍ଦ କରି କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ।
•ସବୁ DEO, BEOଙ୍କୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ ଚିଠି।
•ବର୍ଷକୁ ୨୨୦ ଦିନ ସ୍କୁଲ ଆସିବା ଶିକ୍ଷକଙ୍କ ପାଇଁ ବାଧ୍ୟତାମୂଳକ।
• ଏହା ପୂରଣ ନହେଲେ ପରବର୍ତ୍ତୀ ସମୟରେ ଶିକ୍ଷକମାନେ ଭରଣା କରିବେ।
• ଶିକ୍ଷକଙ୍କ ଦାବି ସମ୍ପର୍କରେ ଆଲୋଚନା ଚାଲିଥିବା ଚିଠିରେ ଉଲ୍ଲେଖ।
More Stories
କିଏ ଏହି ରେଭେନ୍ସା ? କାହିଁକି ତାଙ୍କ ନାମରେ ନାମିତ ହୋଇଛି ବିଶ୍ୱବିଦ୍ୟାଳୟ ? ଜାଣନ୍ତୁ…
ଆଜିଠାରୁ ସୁଭଦ୍ରା ଯୋଜନାର ପଞ୍ଜୀକରଣ
ପୋଲ ଉପରେ ୨ ଫୁଟର ପାଣି