ଆନ୍ଦୋଳନରତ ଶିକ୍ଷକଙ୍କୁ ସରକାରଙ୍କ ନାଲିଆଖି


• ଆନ୍ଦୋଳନରତ ଶିକ୍ଷକଙ୍କୁ ସରକାରଙ୍କ ନାଲିଆଖି।

• ଆନ୍ଦୋଳନ ବନ୍ଦ କରି କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ।

•ସବୁ DEO, BEOଙ୍କୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ ଚିଠି।

•ବର୍ଷକୁ ୨୨୦ ଦିନ ସ୍କୁଲ ଆସିବା ଶିକ୍ଷକଙ୍କ ପାଇଁ ବାଧ୍ୟତାମୂଳକ।

• ଏହା ପୂରଣ ନହେଲେ ପରବର୍ତ୍ତୀ ସମୟରେ ଶିକ୍ଷକମାନେ ଭରଣା କରିବେ।

• ଶିକ୍ଷକଙ୍କ ଦାବି ସମ୍ପର୍କରେ ଆଲୋଚନା ଚାଲିଥିବା ଚିଠିରେ ଉଲ୍ଲେଖ।


error: Content is protected !!