ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା।୨୪ ଘଣ୍ଟାରେ ବଲାଙ୍ଗିରରେ ସର୍ବାଧିକ ୨୧୫ ମିମି ବର୍ଷା ରେକର୍ଡ।କଳାହାଣ୍ଡି ଏମ୍. ରାମପୁରରେ ୧୯୩ ମିମି, ଥୁ.ରାମପୁରରେ ୧୫୮ ମିମି।କଣ୍ଟାମାଳରେ ୧୫୮, କେନ୍ଦ୍ରାପଡ଼ାରେ ୧୩୨.୪ ମିମି ବର୍ଷା ରେକର୍ଡ ଝାରସୁଗୁଡ଼ାରେ ୭୬.୮, ଭୁବନେଶ୍ବରରେ ୫୫ ମିମି ବର୍ଷା ରେକର୍ଡ।
Post Views: 87
More Stories
କିଏ ଏହି ରେଭେନ୍ସା ? କାହିଁକି ତାଙ୍କ ନାମରେ ନାମିତ ହୋଇଛି ବିଶ୍ୱବିଦ୍ୟାଳୟ ? ଜାଣନ୍ତୁ…
ଆଜିଠାରୁ ସୁଭଦ୍ରା ଯୋଜନାର ପଞ୍ଜୀକରଣ
ପୋଲ ଉପରେ ୨ ଫୁଟର ପାଣି