ଭୁବନେଶ୍ୱର: e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ। ଏନେଇ ମଙ୍ଗଳବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେବି ରାଜ୍ୟର ୧୫ ଲକ୍ଷ ୬୭ ହଜାର e-KYC କରିନାହାନ୍ତି।e-KYC କରିନଥିବା ଲୋକ ଚାଉଳ ପାଉଛନ୍ତି, ତାକୁ ବନ୍ଦ କରିଦିଆଯିବ।ଯେଉଁମାନେ e-KYC କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ। କେନ୍ଦ୍ର ସରକାର e-KYC ବନ୍ଦ କରିଛନ୍ତି, ସମୟ ବଢ଼େଇଲେ ଆମେ ବଢ଼େଇବୁ।ବାଦ୍ ପଡ଼ିଥିବା ହିତାଧିକାରୀ ଲିଖିତ ଭାବେ ଦେଲେ ବିଚାର କରାଯିବ।

More Stories
ଚୀନ୍ର ଏକ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ,
ଟ୍ରମ୍ପଙ୍କ କ୍ୟାବିନେଟରୁ ତୁଳସୀ ଗବାର୍ଡ ଦେଲେ ଇସ୍ତଫା , ହଠାତ୍ କାହିଁକି ନେଲେ ଏମିତି ନିଷ୍ପତ୍ତି ?
କେରଳମ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା