ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିହାର ଗସ୍ତରେ ଯିବେ। ଶ୍ରୀ ମାଝୀ ନୂଆପଡ଼ାରୁ ବିହାର ଅଭିମୁଖେ ଯାତ୍ରା ଆରମ୍ଭ କରିବେ। ସେଠାରେ ନିର୍ବାଚନ ପ୍ରଚାର କରି ସେହିଦିନ ଓଡ଼ିଶା ଫେରିବା କାର୍ଯ୍ୟକ୍ରମ ରହିଛି। ବିହାର ଗସ୍ତରେ ଯାଇ ବାଙ୍କା ଠାରେ ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ବାଙ୍କା ଜିଲ୍ଲା ଆଦିବାସୀ ପ୍ରବଣ ଜିଲ୍ଲା, ସେଠି ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ନୂଆପଡାରୁ ସିଧା ବିହାର ଗସ୍ତରେ ଯାଇ ଓଡିଶା ଫେରିବେ ମୋହନ ଚରଣ ମାଝୀ ।

More Stories
ମମତା ବାନାର୍ଜୀଙ୍କୁ ପୁଣି ଏକ ବଡ ଝଟକା, ବୈଠକରେ ପହଞ୍ଚିଲେ କେବଳ ୬ ସାଂସଦ ଏବଂ ୮ ବିଧାୟକ…
କ୍ଷମତାଚୁତ ପରେ ମମତାଙ୍କ ନୂଆ ଚାଲ୍! ସିଜେପି (CJP) କୁ ସମର୍ଥନ |
ସେବା ଓ ସମର୍ପଣର ଦୁଇ ବର୍ଷ |