ଭୁବନେଶ୍ୱର,୧୭ା୧୦: ଦାମୀ କାର୍ରେ ଚାଲାଣ ହେଉଥିଲା ବ୍ରାଉନସୁଗାର। ଖବର ପାଇ ସ୍ପେଶାଲ କ୍ରାଇମ୍ ୟୁନିଟ୍ ଖୋର୍ଦ୍ଧାରୁ ୫୫୬ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି। ତେବେ ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୬୦ ଲକ୍ଷ ଟଙ୍କା ହେବ।
ଉକ୍ତ ଘଟଣାରେ ଖୋର୍ଦ୍ଧାର ଜଣେ ମହିଳା ଓ ନିମାପଡ଼ାର ୨ ଯୁବକ ଗିରଫ ହୋଇଛନ୍ତି। ଏମାନଙ୍କ ନିକଟରୁ ନଗଦ ୫ ଲକ୍ଷ ୧୦ ହଜାର ଟଙ୍କା ସହ ସୁନା ଓ ରୁପା ଅଳଙ୍କାର ମଧ୍ୟ ଜବତ ହୋଇଛି।

More Stories
ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ନାଁରେ ୬.୮୮ କୋଟି ଠକେଇ: ଏସ୍ବିଆଇର ୩ ମହିଳା ଅଧିକାରୀ ଗିରଫ
ସ୍ତ୍ରୀର ମୃତଦେହ ଚିହ୍ନଟ ପାଇଁ ସ୍ୱାମୀକୁ ପିଟିପିଟି ଗୁରୁତର କଲା ପୁଲିସ!
ଆଜମ ଖାନଙ୍କ ସମସ୍ୟା ବଢ଼ିଲା: ଦୁଇଟି ପାନ କାର୍ଡ ମାମଲାରେ ଜେଲ୍ ଦଣ୍ଡ ୧୦ ବର୍ଷକୁ ବୃଦ୍ଧି |