୧୮ରୁ ପୁଣି ବର୍ଷିବ


ରାଜ୍ୟରେ ୧୮ ତାରିଖରୁ ପୁଣି ୩ ଦିନ ବର୍ଷା ସମ୍ଭାବନା ୧୮ରେ ଘଡ଼ଘଡି ସହ ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକକୁ ୟେଲୋ ୱାର୍ଣ୍ଣିଂ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ଅନୁଗୁଳ ବୌଦ୍ଧ ଓ ରାୟଗଡ଼ା ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଟକ, ଅନୁଗୁଳରେ ପ୍ରବଳ ବର୍ଷା ସମ୍ଭାବନା।


error: Content is protected !!