୨୦ରେ ଅମାବାସ୍ୟା ଓ ପୟାଶ୍ରାଦ୍ଧ
. ଦୀପାବଳିରେ ହିଁ ହେବ ପୟାଶ୍ରାଦ୍ଧ
. ୨୧ତାରିଖରେ ଦୀପାବଳି ଓ ପୟା ଶ୍ରାଦ୍ଧକୁ ବାରଣ
ମୁକ୍ତିମଣ୍ଡପ ପଣ୍ଡିତ ସଭାର ସାମ୍ବାଦିକ ସମ୍ମିଳନୀରେ ସୂଚନା
୨୦ ଓ ୨୧ ତାରିଖକୁ ନେଇ ଲାଗି ରହିଥୁଲା ଦ୍ବନ୍ଦ୍ବ
୨୦ତାରିଖ ଦିନ ୩ଟା ୨୩ରୁ ଠାରୁ ଆରମ୍ଭ ହେବ ପୟା ଶ୍ରାଦ୍ଧ
. କାଳୀ ପୂଜା ଏବଂ ଦୀପାବଳୀ ପାଳନ କରାଯିବ
୨୧ ତାରିଖରେ ମାତ୍ର ୧୪ ମିନିଟ୍ ପାଇଁ ଅମାବାସ୍ୟା ରହିଛି
୨୦ ତାରିଖ ଛୁଟି କରିବା ଲାଗି ସରକାରଙ୍କୁ ମୁକ୍ତି ମଣ୍ଡପ ପଣ୍ଡିତ ସଭାଙ୍କ ନିବେଦନ

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…