March 14, 2026

Now Odisha

Now Odisha

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ୨୦ରେ ଦୀପାବଳି ଛୁଟି…

Spread the love

ଭୁବନେଶ୍ୱର,୧୮।୧୦: ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣ କରିଛନ୍ତି ରାଜ୍ୟସରକାର। ନୂଆପଡ଼ା ଜିଲା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବା ନେଇ ଘୋଷଣା ହୋଇଛି। ପୂର୍ବରୁ ଘୋଷିତ ୨୧ ତାରିଖ ଛୁଟି ମଧ୍ୟ ବଳବତ୍ତର ରହିବ। ମାତ୍ର ୨୧ ତାରିଖରେ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଂ ସଂସ୍ଥା ଖୋଲା ରହିବ। ନୂଆପଡ଼ା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ୨ ଦିନ ବନ୍ଦ ରବିବା ବେଳେ ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି।
ଚଳିତବର୍ଷ ଦୀପାବଳି ପାଇଁ ସରକାରୀ ଛୁଟିର ତାରିଖ ପରିବର୍ତ୍ତନ ନେଇ ଏକ ଫାଇଲ ରାଜସ୍ବ ବିଭାଗ ପକ୍ଷରୁ ସରକାରଙ୍କ ଅନୁମୋଦନ ପାଇଁ ପଠାଯାଇଥିଲା ସରକାରଙ୍କ ଅନୁମୋଦନ ପରେ ଦୀପାବଳି ଛୁଟି ସେପ୍ଟେମ୍ବର ୨୧(ମଙ୍ଗଳବାର) ପରିବର୍ତ୍ତେ ୨୦ ତାରିଖ(ସୋମବାର)କୁ ଘୋଷଣା ହେବ ବୋଲି ରାଜସ୍ବ ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଥିଲେ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ବିଜ୍ଞପ୍ତି ଅନୁଯାୟୀ, ୨୦ /୧୦ ୨୫କୁ ଅତିରିକ୍ତ ଛୁଟି ଭାବେ ଘେଷଣା କରାଯାଇଛି।ଭୁବନେଶ୍ୱର,୧୮।୧୦: ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣ କରିଛନ୍ତି ରାଜ୍ୟସରକାର। ନୂଆପଡ଼ା ଜିଲା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବା ନେଇ ଘୋଷଣା ହୋଇଛି। ପୂର୍ବରୁ ଘୋଷିତ ୨୧ ତାରିଖ ଛୁଟି ମଧ୍ୟ ବଳବତ୍ତର ରହିବ। ମାତ୍ର ୨୧ ତାରିଖରେ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଂ ସଂସ୍ଥା ଖୋଲା ରହିବ। ନୂଆପଡ଼ା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ୨ ଦିନ ବନ୍ଦ ରବିବା ବେଳେ ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି।
ଚଳିତବର୍ଷ ଦୀପାବଳି ପାଇଁ ସରକାରୀ ଛୁଟିର ତାରିଖ ପରିବର୍ତ୍ତନ ନେଇ ଏକ ଫାଇଲ ରାଜସ୍ବ ବିଭାଗ ପକ୍ଷରୁ ସରକାରଙ୍କ ଅନୁମୋଦନ ପାଇଁ ପଠାଯାଇଥିଲା ସରକାରଙ୍କ ଅନୁମୋଦନ ପରେ ଦୀପାବଳି ଛୁଟି ସେପ୍ଟେମ୍ବର ୨୧(ମଙ୍ଗଳବାର) ପରିବର୍ତ୍ତେ ୨୦ ତାରିଖ(ସୋମବାର)କୁ ଘୋଷଣା ହେବ ବୋଲି ରାଜସ୍ବ ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଥିଲେ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ବିଜ୍ଞପ୍ତି ଅନୁଯାୟୀ, ୨୦ /୧୦ ୨୫କୁ ଅତିରିକ୍ତ ଛୁଟି ଭାବେ ଘେଷଣା କରାଯାଇଛି।

error: Content is protected !!