ଆଜି ସାରା ଦେଶରେ ପବିତ୍ର ଧନତେରାସ୍ ପାଳନ କରାଯାଉଛି । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀ ଏକ୍ସରେ ଶୁଭେଚ୍ଛା ଜଣାଇ କହିଛନ୍ତି ଧନତେରାସ୍ ସମସ୍ତଙ୍କ ପାଇଁ ସୁଖ, ସୌଭାଗ୍ୟ ଓ ଆରୋଗ୍ୟ କାମନା କରୁଛି । ଭଗବାନ ଧନ୍ୱନ୍ତରୀ ସମସ୍ତଙ୍କୁ ଭରପୁର ଆର୍ଶୀବାଦ ଦିଅନ୍ତୁ ।
Post Views: 18
More Stories
NEET ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର,
ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍ ଗଲେ ବାପ-ପୁଅ
ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ,