Spread the love ନୂଆଦିଲ୍ଲୀ : ବାଂଲାଦେଶର ଢାକା ବିମାନବନ୍ଦରରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି। ବିମାନ ବନ୍ଦରର କାର୍ଗୋ ଟର୍ମିନାଲରେ ନିଆଁ ଲାଗିଯାଇଛି। ସମାୟିକ ଭାବେ ବିମାନ ଚଳାଚଳକୁ ବାତିଲ ଘୋଷଣା କରାଯାଇଛି। ନିଆଁ ଲିଭାଇବାକୁ ଅଗ୍ନିଶମ ଟିମ୍ ଉଦ୍ୟମ ଜାରି ରଖିଛନ୍ତି। Post Views: 18 Continue Reading Previous ୨୧ ସୁଦ୍ଧା ଲଘୁଚାପ, ପରେ ଅବପାତ: ଓଡିଶା ପାଇଁ ଜାରି ହୋଇନି ଓ୍ବାର୍ଣ୍ଣିଂ…Next ପ୍ରାର୍ଥୀପତ୍ର ଦାଖଲ କଲେ ଘାସିରାମ, ଜୟ ଢୋଲକିଆ… Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Δ More Stories ଅପରାଧ ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ନାଁରେ ୬.୮୮ କୋଟି ଠକେଇ: ଏସ୍ବିଆଇର ୩ ମହିଳା ଅଧିକାରୀ ଗିରଫ May 26, 2026 now odisha ଅପରାଧ ସ୍ତ୍ରୀର ମୃତଦେହ ଚିହ୍ନଟ ପାଇଁ ସ୍ୱାମୀକୁ ପିଟିପିଟି ଗୁରୁତର କଲା ପୁଲିସ! May 25, 2026 now odisha ଅପରାଧ ଆଜମ ଖାନଙ୍କ ସମସ୍ୟା ବଢ଼ିଲା: ଦୁଇଟି ପାନ କାର୍ଡ ମାମଲାରେ ଜେଲ୍ ଦଣ୍ଡ ୧୦ ବର୍ଷକୁ ବୃଦ୍ଧି | May 23, 2026 now odisha
More Stories
ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ନାଁରେ ୬.୮୮ କୋଟି ଠକେଇ: ଏସ୍ବିଆଇର ୩ ମହିଳା ଅଧିକାରୀ ଗିରଫ
ସ୍ତ୍ରୀର ମୃତଦେହ ଚିହ୍ନଟ ପାଇଁ ସ୍ୱାମୀକୁ ପିଟିପିଟି ଗୁରୁତର କଲା ପୁଲିସ!
ଆଜମ ଖାନଙ୍କ ସମସ୍ୟା ବଢ଼ିଲା: ଦୁଇଟି ପାନ କାର୍ଡ ମାମଲାରେ ଜେଲ୍ ଦଣ୍ଡ ୧୦ ବର୍ଷକୁ ବୃଦ୍ଧି |