ଭୁବନେଶ୍ଵର: ଅନ୍ତ୍ୟୋଦୟ ଗୃହ ଯୋଜନାର ପ୍ରଥମ କିସ୍ତି ବଣ୍ଟନ କରାଯାଇଛି। ରାଜ୍ୟବ୍ୟାପୀ ୪୭୧ଟି ନୂଆ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଆଜି ଲୋକସେବା ଭବନଠାରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଅନ୍ତ୍ୟୋଦୟ ଗୃହ ଯୋଜନାର ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ବଣ୍ଟନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୬୦ ହଜାର, ଦ୍ଵିତୀୟ ପର୍ଯ୍ୟାୟରେ ୫୦ ହଜାର ସାମିଲ ହୋଇଥିଲେ।

More Stories
ଇତିହାସରୁ ପ୍ରେରଣା ନେଇ ଭବିଷ୍ୟତର ଓଡ଼ିଶା ପାଇଁ ସେତୁବନ୍ଧ ତିଆରି କରିବା : ଧର୍ମେନ୍ଦ୍ର ପ୍ରଧାନ
କାନ୍ସରେ ଐଶ୍ୱର୍ଯ୍ୟାଙ୍କ ଜଲୱା: ହାତତିଆରି ବ୍ଲୁ ଗାଉନ୍ ପାଇଁ ଲାଗିଥିଲା ୧୫୦୦ ଘଣ୍ଟା
ସୂର୍ଯ୍ୟଙ୍କ ପ୍ରଖର କିରଣରେ ଜଳୁଛି ଓଡ଼ିଶା