ମନିଲଣ୍ଡରିଂ ମାମଲାରେ ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିନି ଆଶ୍ୱସ୍ତି। ଇଡି ତାଙ୍କୁ ଏହି ମାମଲାରେ ହାଜର ହେବାକୁ ସମନ କରିଥିଲା। ଏହା ବିରୋଧରେ ହେମନ୍ତ ସୋରେନ ସୁପ୍ରିମକୋର୍ଟ ଯାଇଥିଲେ।କିନ୍ତୁ ଏହାର ଶୁଣାଣି କରିବାକୁ ସର୍ବୋଚ୍ଚ ଅଦାଲତ ମନା କରି ଦେଇଛନ୍ତି। ଜଷ୍ଟିସ ଅନିରୁଦ୍ଧ ବୋଷ ଓ ଜଷ୍ଟିସ ବେଲା ଏମ ତ୍ରିବେଦୀଙ୍କ ଖଣ୍ଡପୀଠ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ହାଇକୋର୍ଟରେ ଆବେଦନ କରିବାକୁ କହିଛନ୍ତି।
More Stories
୩୩ ସ୍ମାର୍ଟଫୋନ୍ରେ ବନ୍ଦ ହେବାକୁ ଯାଉଛି ହ୍ବାଟ୍ସଆପ୍, ତାଲିକାରେ ନାହିଁ ତ ଆପଣଙ୍କ ଫୋନ୍
ଦେବୀମିଶ୍ରଙ୍କୁବଡ଼_ଝଟକା
ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ମାମଲା