ଭୁବନେଶ୍ଵର : ଲଭ୍, ସେକ୍ସ, ଧୋକା ଅଭିଯୋଗରେ ପୁଲିସ୍ ସୁବେଦାର୍ ଗିରଫ। ସେ ଓଡିଶା ପୁଲିସର ରିଜର୍ଭ ଶାଖାରେ କାମ କରନ୍ତି। ଅଭିଯୋଗ ଆଣିଥିବା ମହିଳା ହେଉଛନ୍ତି ଇନ୍ସପେକ୍ଟର ରାଙ୍କ୍ର । ଉଭୟ ଅଭିଯୁକ୍ତ ଏବଂ ଅଭିଯୋଗକାରୀ ଗତ ୮ ବର୍ଷ ହେଲା ପ୍ରେମ ସମ୍ପର୍କରେ ଥିଲେ। କିନ୍ତୁ ଏବେ ଅଭିଯୁକ୍ତ ତଷୋବନ୍ତ ଆଚାର୍ଯ୍ୟ ଉକ୍ତ ମହିଳା ଇନ୍ସପେକ୍ଟରଙ୍କୁ ବିବାହ କରିନଥିବା ମହିଳା ଥାନାରେ ଅଭିଯୋଗ ହୋଇଥିଲା। ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ଅଭିଯୋଗ ଆଧାରରେ ତାଙ୍କୁ ଗିରଫ କରାଯାଇଛି।

More Stories
ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ନାଁରେ ୬.୮୮ କୋଟି ଠକେଇ: ଏସ୍ବିଆଇର ୩ ମହିଳା ଅଧିକାରୀ ଗିରଫ
ସ୍ତ୍ରୀର ମୃତଦେହ ଚିହ୍ନଟ ପାଇଁ ସ୍ୱାମୀକୁ ପିଟିପିଟି ଗୁରୁତର କଲା ପୁଲିସ!
ଆଜମ ଖାନଙ୍କ ସମସ୍ୟା ବଢ଼ିଲା: ଦୁଇଟି ପାନ କାର୍ଡ ମାମଲାରେ ଜେଲ୍ ଦଣ୍ଡ ୧୦ ବର୍ଷକୁ ବୃଦ୍ଧି |