January 26, 2026

Now Odisha

Now Odisha

ରାଜ୍ୟରେ୨୭ରୁ୨୯ପ୍ରବଳବର୍ଷାସମ୍ଭାବନା

Spread the love

ରାଜ୍ୟରେ୨୭ରୁ୨୯ପ୍ରବଳବର୍ଷାସମ୍ଭାବନା
-ସମ୍ଭାବ୍ୟ ବାତ୍ୟାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାଙ୍କ ସୂଚନା
-ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଆନ୍ଧ୍ର ଉପରେ ଅଧିକ ରହିବା ନେଇ ଆକଳନ
-୨୭ରୁ ୨୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଆକଳନ
-୨୬ରୁ ୨୯ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ
-ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ..l

error: Content is protected !!