୭ଜିଲ୍ଲାରେଛୁଟି_ବାତିଲ୍ !-ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍.-ବାଲେଶ୍ୱରରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ୍.-ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କଲେ ବାଲେଶ୍ବର ଜିଲ୍ଲାପାଳ-ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିବା ଉପରେ କଟକଣା-କେନ୍ଦ୍ରାପଡ଼ା ଜିଲ୍ଲାରେ ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ଛାଡ଼ିବା ମନା-ମାଲକାନଗିରିରେ ୨୭ରୁ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ-କୋରାପୁଟରେ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ-କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ admin October 26, 2025 Spread the love Post Views: 0 Continue Reading Previous: ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍: ଏଇଠି ବୁଲିଯିବ ବାତ୍ୟା?Next: ଟାଙ୍ଗିଆରେ ସ୍ତ୍ରୀକୁ ହାଣି ହତ୍ୟା: ୨୧ ଦିନ ପରେ ସ୍ବାମୀ ଏବିଡିିଓ ଗିରଫ … Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Δ