ଅତିରିକ୍ତ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ


• ଅତିରିକ୍ତ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ, ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୧୦ କୋଟି ଟଙ୍କାର ବ୍ୟୟବରାଦ।

• ବିଧାନସଭାରେ ଉପସ୍ଥାପିତ ହେଲା ୨୦୨୩-୨୪ ଅତିରିକ୍ତ ବଜେଟ।

• ନୂଆ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ପାଇଁ ବ୍ୟୟବରାଦ।

• ଅତିରିକ୍ତ ବଜେଟରେ ୧୩୦୨ କୋଟିର ବ୍ୟୟବରାଦ ପ୍ରସ୍ତାବ।

• ପରିବହନ ଯୋଜନା ‘ଲକ୍ଷ୍ମୀ’ ପାଇଁ ୫୫୬ କୋଟିର ବ୍ୟୟବରାଦ।

• ପଞ୍ଚାୟତରୁ ରାଜଧାନୀ ବସ୍ ପରିବହନ ବ୍ୟବସ୍ଥା ‘ଲକ୍ଷ୍ମୀ’।


error: Content is protected !!