କଟକ ମର୍କତନଗର ଥାନା ଅନ୍ତର୍ଗତ ସତୀଚଉରା ଇମାମପଡ଼ା ବସ୍ତି ରୋଡ୍ ଅଞ୍ଚଳରୁ ସୋମବାର ପୁଲିସ ୧୦୪ ଗ୍ରାମ ହେରୋଇନ ଜବତ କରିଛି। ଏହି ଘଟଣାରେ ପୁଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଉଛି ସତୀଚଉରା ଅଞ୍ଚଳର ଅନିଲ ଦାସ ଓରଫ ଘାଟୁଆ। ଏ ନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି। ଜବତ ହୋଇଥିବା ହେରୋଇନର ମୂଲ୍ୟ ପ୍ରାୟ ୧୦ ଲକ୍ଷ ୪୦ ହଜାର ଟଙ୍କା ହେବ ବୋଲି କୁହାଯାଇଛି।

More Stories
NEET ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର,
ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍ ଗଲେ ବାପ-ପୁଅ
ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ,