ନୂଆଦିଲ୍ଲୀ: ପ୍ରଥମ ରାଷ୍ଟ୍ରପତି ଭାବେ ଆଜି ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ । ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ରାଫେଲରେ ଉଡିଛନ୍ତି ରାଷ୍ଟ୍ରପତି । ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡାଣ ଭରିଛନ୍ତି ରାଷ୍ଟ୍ରପତି । ଏହି ସମୟରେ ଉପସ୍ଥିତ ରହିଥିଲେ ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର ।
ରାଷ୍ଟ୍ରପତି ଯେଉଁ ରାଫେଲରେ ଉଡାଣ ଭରିଛନ୍ତି ତାହା ଅପରେସନ ସିନ୍ଦୂର ସମୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା । ୧୭ତମ ରାଫେଲ ସ୍କ୍ୱାଡ୍ରନ୍ ପାକିସ୍ତାନୀ ଆତଙ୍କବାଦୀ ଶିବରକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଥିଲା । ପୂର୍ବରୁ ୨୦୨୩ରେ ସୁଖୋଇ ଫାଇଟର ଜେଟରେ ଉଡାଣ ଭରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…