ଭୁବନେଶ୍ୱର,୩।୧: ବିଜେଡିକୁ ସୋମବାର ବଡ଼ ଶକ୍ତ ଝଟ୍କା ଲାଗିଛି। ବିଜେଡିର ପୂର୍ବତନ ରାଜ୍ୟ ସଭା ଏମ୍ପି ଅମର ପଟ୍ଟନାୟକ ଭାଜପାରେ ମିଶିଛନ୍ତି। ସେ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଫୁଲତୋଡ଼ା ଦେଇ ଦଳକୁ ସ୍ବାଗତ କରିଥିଲେ। ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାର ମଧ୍ୟ ଏହି ମିଶ୍ରରେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

More Stories
ପୋଖରୀରେ ପଡି ଶିଶୁ ମୃତ |
ଏଲପିଜି ନିୟନ୍ତ୍ରଣ ଆଦେଶ ପିଏନଜି ସଂଯୋଗ ଥିବା ଉପଭୋକ୍ତାଙ୍କ ଦ୍ୱାରା ଏଲପିଜି ସଂଯୋଗ ତ୍ୟାଗକୁ ବାଧ୍ୟତାମୂଳକ କରିଛି |
ଘୂର୍ଣ୍ଣିଝଡ଼ ତାଣ୍ଡବ: ୨ ମୃତ |