ବାଳକାଟି ପଞ୍ଚାୟତ ହାଇସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରୀ ଅଭିଲିପ୍ସା ଦାସ ମହିଳା ଫୁଟବଲ ଖେଳ ପାଇଁ ସବ ଜୁନିଅର ବର୍ଗରେ ଖେଳି ଓଡିଶା ପାଇଁ ଗୌରବ ଆଣି ଥିବାରୁ ବିଦ୍ୟାଳୟ ପକ୍ଷରୁ ପ୍ରଧାନ ଶିକ୍ଷକ ରମାକାନ୍ତ ବିଶ୍ୱାଳଙ୍କ ସଂଯୋଜନା ରେ ବରିଷ୍ଠ ସାମ୍ବାଦିକ ପ୍ରମୋଦ ମଲ୍ଲିକ ଓ ସି ଆର ସି ସି ସେକ ମତୱାଲାଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଗଲା l
Post Views: 19
More Stories
କତର ମାମଲାରେ ମୋଦୀଙ୍କ ହସ୍ତକ୍ଷେପ, ମୃତ୍ୟୁଦଣ୍ଡ ପାଇଥିବା ପୂର୍ବତନ ନୌସେନା ଅଧିକାରୀଙ୍କୁ ଭେଟିଲେ ଭାରତୀୟ ରାଷ୍ଟ୍ରଦୂତ
ଆଇସିସି ଟି୨୦ ବିଶ୍ୱକପ୍ ଲାଗି ଲୋଗୋ ଜାରି କଲା ଆଇସିସି
୧୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ