କଟକ: ଆଜି ସରିଥାନ୍ତା, ହେଲେ ଆଉ ଗୋଟିଏ ଦିନ ବଢିଲା। କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି ହୋଇଛି। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି ଅର୍ଥାତ୍ ୧୩ ତାରିଖ ଦିନ ଉଦ୍ଯାପିତ ହେବ। ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀ ମାନଙ୍କ କାରବାରକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି।

More Stories
ପୁଣି ଚର୍ଚ୍ଚାରେ ଦାନ ମାଝୀ
ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO
ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା , ବୈତରଣୀରେ ବଡ଼ ବନ୍ୟା