ବରିଷ୍ଠ ନେତା ସୌମ୍ୟ ରଂଜନ ପଟ୍ଟନାୟକ ବ୍ୟକ୍ତିଗତ କାରଣରୁ ଦୈନିକ ଖବରକାଗଜ ‘ସମ୍ବାଦ’ ର ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡର ଅଧ୍ୟକ୍ଷ ପଦରୁ ଇସ୍ଥଫା ଦେଇଛନ୍ତି । ‘ସମ୍ବାଦ’ ଗ୍ରୁପର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଶ୍ରୀମତି ତନୟା ପଟ୍ଟନାୟକ ଆଜି ‘ସମ୍ବାଦ’ ର ନୂତନ ସମ୍ପାଦକ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ।
Post Views: 60
More Stories
କିଏ ଏହି ରେଭେନ୍ସା ? କାହିଁକି ତାଙ୍କ ନାମରେ ନାମିତ ହୋଇଛି ବିଶ୍ୱବିଦ୍ୟାଳୟ ? ଜାଣନ୍ତୁ…
ଆଜିଠାରୁ ସୁଭଦ୍ରା ଯୋଜନାର ପଞ୍ଜୀକରଣ
ପୋଲ ଉପରେ ୨ ଫୁଟର ପାଣି