ଭୁବନେଶ୍ବର: ଲଘୁଚାପ ଆଣୁଛି ପ୍ରବଳ ବର୍ଷା । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି କଲା IMD । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଲଘୁଚାପ କ୍ଷେତ୍ର ଯୋଗୁଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଓ କାଲି ତାମିଲନାଡୁରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ରାୟଲସୀମାଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା ଜାରି କରାଯାଇଛି। ଆବଶ୍ୟକ ନଥିଲେ ବାହାରକୁ ଯାତ୍ରା ନକରିବାକୁ ପରାମର୍ଶ ଦେଇଛି IMD । ବର୍ଷା ସମୟରେ ସୁରକ୍ଷିତ ସ୍ଥାନରେ ରହିବାକୁ ଲୋକଙ୍କୁ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ

More Stories
ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ
ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !
ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!