ଭଦ୍ରକ ଚାନ୍ଦବାଲି ରାସ୍ତାର କମାରିଆ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଘରୋଇ ବସ୍ ସହ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଦୁଇ ଜଣ ସ୍କୁଟି ଆରୋହୀ ରାସ୍ତା କଡକୁ ଛିଟିକି ପଡିଥିଲେ। ଘଟଣା ସ୍ଥଳରେ ଦୁଇ ଜଣ ମୃତ୍ୟୁ ଘଟିଛି। ମୃତକ ଦୁଇ ଜଣ ଗୋଲଖ ଦାସ (୫୫) ଓ ଦୈତାରୀ ପୁହାଣ (୪୨)ବୋଲି ସୂଚନା । ମୃତକ ତିହିଡି ଥାନା ଅଧୀନ ଶୟା ପଞ୍ଚାୟତ ବଳିଚତୁରି ଗ୍ରାମର ବୋଲି ସୂଚନା ।ଘଟଣା ସ୍ଥଳରେ ବସକୁ ଅଟକ ରଖିଛନ୍ତି ସ୍ଥାନୀୟ ଲୋକମାନେ।

More Stories
NEET ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର,
ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍ ଗଲେ ବାପ-ପୁଅ
ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ,