ଆସନ୍ତାକାଲି ନଭେମ୍ବର ୨୪ରେ ସୋମବାର ସକାଳ ୧୦. ୩୦ ସମୟରୁ ଭୁବନେଶ୍ୱର ୟୁନିଟ ୨ ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ଠାରେ ମୁଖ୍ୟମନ୍ତ୍ରୀ ଜନଶୁଣାଣି କରିବେ l ଗତ ସେପ୍ଟେମ୍ବର ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ କରିଥିଲେ, ଏହି ଶୁଣାଣି ସେମାନଙ୍କ ପାଇଁ ଉଦ୍ଦିଷ୍ଟ l ସେମାନଙ୍କୁ ଆଉ ପୁନଃ ପଞ୍ଜୀକରଣର ଆବଶ୍ୟକତା ନାହିଁ l ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l

More Stories
ମମତା ବାନାର୍ଜୀଙ୍କୁ ପୁଣି ଏକ ବଡ ଝଟକା, ବୈଠକରେ ପହଞ୍ଚିଲେ କେବଳ ୬ ସାଂସଦ ଏବଂ ୮ ବିଧାୟକ…
କ୍ଷମତାଚୁତ ପରେ ମମତାଙ୍କ ନୂଆ ଚାଲ୍! ସିଜେପି (CJP) କୁ ସମର୍ଥନ |
ସେବା ଓ ସମର୍ପଣର ଦୁଇ ବର୍ଷ |