ନଭେମ୍ବର ୨୪ ତାରିଖରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ଆସନ୍ତା କାଲି ତଥା ସୋମବାର ସକାଳ ୧୦ଟା ୩୦ ସମୟରୁ ଭୁବନେଶ୍ୱର ୟୁନିଟ ୨ ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ) ଠାରେ ମୁଖ୍ୟମନ୍ତ୍ରୀ ଜନଶୁଣାଣି କରିବେ।ଗତ ସେପ୍ଟେମ୍ବର ୮ ତାରିଖରେ ଯେଉଁମାନେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ କରିଥିଲେ, ଏହି ଶୁଣାଣି ସେମାନଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ଜଣାପଡ଼ିଛି l ସେମାନଙ୍କୁ ଆଉ ପୁନଃ ପଞ୍ଜୀକରଣର ଆବଶ୍ୟକତା ପଡ଼ିବ ନାହିଁ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…