ରାଜ୍ୟରେ ୩ ଅର୍ଥନୈତିକ ଜୋନ୍ ହେବ କହିଲେ ପରିବହନ ସଚିବ ଉଷା ପାଢ଼ୀ
-ଭୁବନେଶ୍ବର, ପୁରୀ, କଟକ, ଓ ପାରାଦୀପକୁ ମିଶାଇ ହେବ ଗୋଟିଏ ଜୋନ୍’
-କ୍ବାଡ୍ ସିଟି ପ୍ରୋଗ୍ରାମ ଜରିଆରେ ହେବ, ସରକାର ପ୍ଲାନ୍ ରଖିଛନ୍ତି
-ସୁନାବେଡ଼ା, କୋରାପୁଟ୍, ବରଗଡ଼, ସମ୍ବଲପୁରକୁ ନେଇ ହେବ ଅନ୍ୟ ଏକ ଜୋନ୍
-ଉତ୍ତରରେ ବି ରାଉରକେଲା, କେନ୍ଦୁଝର, ବଡ଼ବିଲକୁ ନେଇ ହେବ ୩ୟ ଜୋନ୍
-ରାଜ୍ୟର ଜିଡିପିରେ ପ୍ରମୁଖ ଦାୟିତ୍ବ ନେଇଥିବା ସହରମାନଙ୍କୁ ନେଇ ହେବ ଜୋନ୍
-କେବଳ ସହରାଞ୍ଚଳ ନୁହେଁ, ଅର୍ଥନୈତିକ କାରବାର ବୃଦ୍ଧି ସରକାରଙ୍କ ଲକ୍ଷ୍ୟ

More Stories
ମମତା ବାନାର୍ଜୀଙ୍କୁ ପୁଣି ଏକ ବଡ ଝଟକା, ବୈଠକରେ ପହଞ୍ଚିଲେ କେବଳ ୬ ସାଂସଦ ଏବଂ ୮ ବିଧାୟକ…
କ୍ଷମତାଚୁତ ପରେ ମମତାଙ୍କ ନୂଆ ଚାଲ୍! ସିଜେପି (CJP) କୁ ସମର୍ଥନ |
ସେବା ଓ ସମର୍ପଣର ଦୁଇ ବର୍ଷ |