ବଙ୍ଗୋରସାଗରରେ ବାତ୍ୟା ହେବା ସମ୍ଭାବନା ରହିଛି । ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ । ୨୪ ତାରିଖରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ୨୫ ତାରିଖରୁ ବଢିବ ପବନର ବେଗ ।ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ପବନର ବେଗ ବଢି ଚାଲିବ । ୨୫ ସନ୍ଧ୍ୟାରୁ ପବନର ଘଣ୍ଡାପ୍ରତି ବେଗ ୫୦-୬୦ କି.ମି ରହିବ । ୨୬ ସକାଳୁ ୬୦ରୁ ୭୦ କି.ମିରେ ରହି ସର୍ବାଧିକ ୮୦ କି.ମି ହେବ । ୨୭ ସକାଳୁ ସର୍ବାଧିକ ୧୦୦ କି.ମି ରହିପାରେ ପବନର ବେଗ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |