ବର୍ଷିୟାନ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କିମ୍ବଦନ୍ତୀ ଅଭିନେତା ଶ୍ରୀ ଧର୍ମେନ୍ଦ୍ର ଜୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଗଭୀର ମର୍ମାହତ। ସେ ତାଙ୍କର ବହୁମୁଖୀ ଅଭିନୟ ଏବଂ ଆକର୍ଷଣୀୟ ଉପସ୍ଥିତି ସହିତ ଦଶନ୍ଧି ଧରି ଦର୍ଶକଙ୍କୁ ମୋହିତ କରିଥିଲେ।ତାଙ୍କର ଲିଗାସୀ କଳାକାର ଏବଂ ସିନେମା ପ୍ରେମୀଙ୍କୁ ପ୍ରେରଣା ଦେଇ ଚାଲିବ। ତାଙ୍କ ପରିବାର, ବନ୍ଧୁ ଏବଂ ଅଗଣିତ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା। ତାଙ୍କ ମହାନ ଆତ୍ମାକୁ ଶାନ୍ତି ମିଳୁ। ଓମ୍ ଶାନ୍ତି।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |