Spread the love ହ୍ୟୁମାନ ସାଗର ମୃତ୍ୟୁକୁ ନେଇ ପାଟଣାଗଡ ଥାନାରେ ଲିଖିତ ଅଭିଯୋଗ । ମ୍ୟାନେଜର ଦିନେଶ ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ହୋଇଛି ଅଭିଯୋଗ । ଅଭିଯୋଗରେ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି । କୋଶଳ ମୁକ୍ତି ମୋର୍ଚ୍ଚା ସଂଗଠନ ପକ୍ଷରୁ ଲିଖିତ ଅଭିଯୋଗ ହୋଇଛି । Post Views: 14 Continue Reading Previous ବଲିଉଡ୍ ଅଭିନେତା ଧର୍ମେନ୍ଦ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକNext ଖୋର୍ଦ୍ଧା ବାଘମାରୀ ଅଞ୍ଚଳରେ ଚାଞ୍ଚଲ୍ୟକର ଘଟଣା ; ନାବାଳିକାଙ୍କ ମୃତ୍ୟଦେହ ଉଦ୍ଧାର Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Δ More Stories Uncategorized ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ June 10, 2026 now odisha Uncategorized ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ ! June 10, 2026 now odisha Uncategorized ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ! June 10, 2026 now odisha
More Stories
ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ
ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !
ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!