ପୂଜା ଓରଫ୍ ସେଜଲଙ୍କ ଆମେରିକା ନିର୍ଯାତନା କାହାଣୀରେ ନୂଆ ଟ୍ୱିଷ୍ଟ। ପ୍ରେମିକ ଅମର ପାଇଁ ଆମେରିକାରୁ ଫେରିବା ପରେ ସତ କହିଲେ। ‘ପ୍ରେମ ପାଇଁ ଆମେରିକାରେ ମିଛ ନିର୍ଯାତନାର କାହାଣୀ କହିଥିଲି’।ଭୁବନେଶ୍ଵର ବିମାନବନ୍ଦରରେ ଖୋଲିଲେ ଫେରିବାର ପ୍ରକୃତ ରହସ୍ୟ। ‘ନିର୍ଯାତନାର କାହାଣୀ ମିଛ; ମୋ ପାଳିତ ମା’ ବହୁତ ଭଲ’।ପ୍ରେମ ପାଇଁ ଓଡ଼ିଶା ଆସିବାକୁ ଚାହୁଁ ଥିଲି।’ଅମରଙ୍କ ସହାୟତାରେ ନିଜ ମା’ଙ୍କ ନାଁରେ ମିଛ ଭିଡିଓ ଜାରି କରିଥିଲି’।’ଅମର ବାଲେଶ୍ବର ଅଞ୍ଚଳର, ବାହା ହେବାକୁ ଏଭଳି କରିଛି’।ମୁଁ ଅମରକୁ ବାହା ହୋଇ ଓଡ଼ିଶାରେ ରହିବି ବୋଲି କହିଛନ୍ତି ପୂଜା।
ପ୍ରେମିକ ଅମରଙ୍କ ପାଇଁ ଆମେରିକାରୁ ଫେରିବା ପରେ ସତ କହିଛନ୍ତି ପୂଜା। ସେ କହିଛନ୍ତି, ପ୍ରେମ ପାଇଁ ଆମେରିକାରେ ମିଛ ନିର୍ଯାତନାର କାହାଣୀ କହିଥିଲି। ଭୁବନେଶ୍ୱର ବିମାନବନ୍ଦରରେ ମଙ୍ଗଳବାର ପହଞ୍ଚିବା ପରେ ଫେରିବାର ପ୍ରକୃତ ରହସ୍ୟ ଖୋଲି କହିଛନ୍ତି। ସେ କହିଛନ୍ତି, ନିର୍ଯାତନାର କାହାଣୀ ମିଛ, ମୋ ପାଳିତ ମା’ ବହୁତ ଭଲ।
ପ୍ରେମ ପାଇଁ ଓଡ଼ିଶା ଆସିବାକୁ ଚାହୁଁଥିଲି। ଅମରଙ୍କ ସହାୟତାରେ ନିଜ ମା’ଙ୍କ ନାଁରେ ମିଛ ଭିଡିଓ ଜାରି କରିଥିଲି। ଅମର ବାଲେଶ୍ବର ଅଞ୍ଚଳର ହୋଇଥିବାବେଳେ ମୁଁ ତାଙ୍କୁ ବାହା ହେବାକୁ ଏଭଳି କରିଛି। ମୁଁ ଅମରକୁ ବାହା ହୋଇ ଓଡ଼ିଶାରେ ରହିବି ବୋଲି ପୂଜା କହିଛନ୍ତି।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |