ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯିବାକୁ ହେଲେ କେଉଁଭଳି ପୋଷାକ ପିନ୍ଧିବେ ଆସିଛି ଏହାର ପରାମର୍ଶବଳୀ


ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯିବାକୁ ହେଲେ କେଉଁଭଳି ପୋଷାକ ପିନ୍ଧିବେ, ଆସିଛି ଏହାର ପରାମର୍ଶବଳୀ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ପରାମର୍ଶବଳୀରେ ଦର୍ଶାଯାଇଛି ଯେ, ପୁରୁଷ ମାନେ ପ୍ୟାଣ୍ଟ ସାର୍ଟ, ଚୁଡ଼ିଦାର ପଞ୍ଜାବୀ, ଧୋତି ଆଦି ପାରମ୍ପାରିକ ପୋଷାକ ପିନ୍ଧିବେ।


error: Content is protected !!