ଭୁବନେଶ୍ୱର : ବିଧାନସଭାରେ ଆଜି ଦେଖିବାକୁ ମିଳିଥିଲା ନିଆରା ଦୃଶ୍ୟ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କଥାବାର୍ତ୍ତା । ବେଶ ସୌହାର୍ଦ୍ଦପୂର୍ଣ୍ଣ ଭାବରେ ଉଭୟଙ୍କୁ ମନଖୋଲା କଥାବାର୍ତ୍ତା ହେଉଥିବା ଦେଖାଯାଇଥିଲା। ମନ୍ତ୍ରୀ ଥିବା ବେଳେ ବସିଥିବା ଚାମ୍ବରକୁ ଯାଇ ପୁରୁଣା କଥା ରୋମନ୍ଥନ କରିଥିଲେ।
ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ଅଲଚିକି ଭାଷାର ଉତଥାନ, ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ନାଁରେ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ କାର୍ଯ୍ୟ ହୋଇଥିଲା। ପ୍ରାୟ ୮୦ ପ୍ରତିଶତ ସମୟ ନବୀନଙ୍କ ସହ ଆଲୋଚନା କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |