ଭୁବନେଶ୍ୱର: ବିଜେଡି ନେତା ମନ୍ମଥ ରାଉତରାୟଙ୍କ ପାଇଁ ବଢିଛି ଅଡୁଆ । ମନ୍ମଥଙ୍କ ବିରୋଧରେ ସାଇବର ଥାନାରେ ଏକ ମାମଲା ରୁଜୁ ହୋଇଛି । ବିଜେପି ଲିଗାଲ ସେଲ୍ ଅଭିଯୋଗ ଆଧାରରେ ମାମଲା ରୁଜୁ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ନେଇ ଥାନାରେ ଅଭିଯୋଗ କରିଛି ବିଜେପି ଲିଗାଲ ସେଲ୍ ।
ମାମଲାରେ ମନ୍ମଥଙ୍କ ବିରୋଧରେ ୫ଟି ଦଫା ଲାଗିଛି । ସେପଟେ ଘଟଣା ସମ୍ପର୍କରେ ମନ୍ମଥ କିଛି ମୁହଁ ଖୋଲି ନାହାଁନ୍ତି ।

More Stories
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
ମମତା ବାନାର୍ଜୀଙ୍କୁ ପୁଣି ଏକ ବଡ ଝଟକା, ବୈଠକରେ ପହଞ୍ଚିଲେ କେବଳ ୬ ସାଂସଦ ଏବଂ ୮ ବିଧାୟକ…